Online Bible

- Advertisements -




ହିତୋପଦେଶ 17:27 - ପବିତ୍ର ବାଇବଲ

27 ଯେ ଅଳ୍ପ କଥା କହେ, ତାହାର ଜ୍ଞାନ ଥାଏ। ଯାହାର ଶାନ୍ତ ଆତ୍ମା ସେ ବୁଦ୍ଧିମାନ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

27 ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶା; ଆତ୍ମା, ସେ ବୁଦ୍ଧିମାନ।

See the chapter Copy

ଓଡିଆ ବାଇବେଲ

27 ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।

See the chapter Copy




ହିତୋପଦେଶ 17:27

Follow us:

Advertisements


Advertisements