ହିତୋପଦେଶ 18:12 - ପବିତ୍ର ବାଇବଲ12 ଗର୍ବିତ ମନୁଷ୍ୟର ମନ ବିନାଶ ସମ୍ମୁଖରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ। See the chapterପବିତ୍ର ବାଇବଲ (Re-edited) - (BSI)12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ। See the chapterଓଡିଆ ବାଇବେଲ12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ। See the chapter |