ହିତୋପଦେଶ 18:17 - ପବିତ୍ର ବାଇବଲ17 ଯେଉଁ ଲୋକ ପ୍ରଥମେ ଆପଣା ଘଟଣା ଉପସ୍ଥାପନା କରେ ଓ ବିବାଦ ଜଣାଏ, ସେ ଧାର୍ମିକ। ଯେପର୍ଯ୍ୟନ୍ତ ସେ ଅନ୍ୟ ଲୋକ ଦ୍ୱାରା ପରୀକ୍ଷା ହୋଇ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ। See the chapterଓଡିଆ ବାଇବେଲ17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ। See the chapter |