ହିତୋପଦେଶ 18:6 - ପବିତ୍ର ବାଇବଲ6 ମୂର୍ଖର କଥା ବିବାଦରେ ପ୍ରବର୍ତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ। See the chapterପବିତ୍ର ବାଇବଲ (Re-edited) - (BSI)6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି ତାହାର ମୁଖ ମାଡ଼ ଖାଇବାକୁ ଡାକେ। See the chapterଓଡିଆ ବାଇବେଲ6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ। See the chapter |