ହିତୋପଦେଶ 19:2 - ପବିତ୍ର ବାଇବଲ2 ଜ୍ଞାନହୀନ ଜୀଜ୍ଞାଷୁ ହେବାର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ। See the chapterଓଡିଆ ବାଇବେଲ2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ। See the chapter |