ହିତୋପଦେଶ 19:23 - ପବିତ୍ର ବାଇବଲ23 ସଦାପ୍ରଭୁ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ଶାନ୍ତିରେ ବାସ କରି ପାରିବ। ବିପଦ ତା'ର ନିକଟରେ ଯାଇ ପାରିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ। See the chapterଓଡିଆ ବାଇବେଲ23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ। See the chapter |