ହିତୋପଦେଶ 19:8 - ପବିତ୍ର ବାଇବଲ8 ଯଦି ଜଣେ ଲୋକ ତା’ ନିଜକୁ ଅଧିକ ଭଲ ପାଏ, ସେ କଠିନ ପରିଶ୍ରମ କରି ଜ୍ଞାନୀ ହେବ। ଯେ ବିବେଚନା ପାଇଁ କଠିନ ପରିଶ୍ରମ କରେ, ସେ ପୁରସ୍କାର ପାଇବ। See the chapterପବିତ୍ର ବାଇବଲ (Re-edited) - (BSI)8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ। See the chapterଓଡିଆ ବାଇବେଲ8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ। See the chapter |