ହିତୋପଦେଶ 2:19 - ପବିତ୍ର ବାଇବଲ19 ସେ ନିଜେ ଏକ କବରପରି, ଯେଉଁମାନେ ତା'ର ନିକଟକୁ ଯାଆନ୍ତି ସେମାନେ ସେମାନଙ୍କର ଜୀବନ ହରାଇବେ, ସେମାନେ ଫେରି ପାରିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)19 ଏପରି ପରକୀୟା ସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ। See the chapterଓଡିଆ ବାଇବେଲ19 ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ। See the chapter |