ହିତୋପଦେଶ 2:22 - ପବିତ୍ର ବାଇବଲ22 ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପୀଡ଼ନ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ଵାସଘାତକମାନେ ତହିଁରୁ ଉତ୍ପାଟିତ ହେବେ। See the chapterଓଡିଆ ବାଇବେଲ22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ। See the chapter |