ହିତୋପଦେଶ 20:23 - ପବିତ୍ର ବାଇବଲ23 ଲୋକମାନଙ୍କୁ ଓଜନ ଓ ମାପରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷୟ, ଅର୍ଥାତ ଦଣ୍ଡିରେ ଠକିବା ନିତାନ୍ତ ଖରାପ। See the chapterପବିତ୍ର ବାଇବଲ (Re-edited) - (BSI)23 ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି ଅଯଥାର୍ଥ ଦଣ୍ତି ଭଲ ନୁହେଁ। See the chapterଓଡିଆ ବାଇବେଲ23 ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ। See the chapter |