ହିତୋପଦେଶ 22:18 - ପବିତ୍ର ବାଇବଲ18 ତୁମ୍ଭେ ଖୁସୀ ହେବ, ଯଦି ତୁମ୍ଭେ ସେମାନଙ୍କୁ ମନେ ରଖିବ ଏବଂ ଆବୃତ୍ତି କରିବ। See the chapterପବିତ୍ର ବାଇବଲ (Re-edited) - (BSI)18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ। See the chapterଓଡିଆ ବାଇବେଲ18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ। See the chapter |