ହିତୋପଦେଶ 22:28 - ପବିତ୍ର ବାଇବଲ28 ତୁମ୍ଭର ପିତୃ ଲୋକମାନେ ଯେଉଁ ପୁସ୍ତକ ପୁରାତନ ସୀମା ନିର୍ଦ୍ଧାରଣ କରିଛନ୍ତି, ତାହା ଘୁଞ୍ଚାଅ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)28 ତୁମ୍ଭର ପିତୃଲୋକମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ। See the chapterଓଡିଆ ବାଇବେଲ28 ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ। See the chapter |