ହିତୋପଦେଶ 23:13 - ପବିତ୍ର ବାଇବଲ13 ପିଲାକୁ ଶାସ୍ତି ଦେବାକୁ ତୃଟି କର ନାହିଁ। ତୁମ୍ଭେ ତାହାକୁ ବାଡ଼ିରେ ବାଡ଼େଇଲେ ହେଁ ସେ ମରିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ। See the chapterଓଡିଆ ବାଇବେଲ13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ। See the chapter |