ହିତୋପଦେଶ 25:18 - ପବିତ୍ର ବାଇବଲ18 ଜଣେ ଯିଏ ତା'ର ପଡ଼ୋଶୀ ବିପକ୍ଷରେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ଼୍ଗ ଓ ତୀକ୍ଷ୍ଣ ବାଣ ସ୍ୱରୂପ ଭୟଙ୍କର ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟାସାକ୍ଷ୍ୟଦିଏ, ସେ ଗଦା ଓ ଖଡ଼୍ଗ ଓ ତୀକ୍ଷ୍ଣ ତୀର ସ୍ଵରୂପ; See the chapterଓଡିଆ ବାଇବେଲ18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ; See the chapter |