ହିତୋପଦେଶ 25:8 - ପବିତ୍ର ବାଇବଲ8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ। ଯଦି କେହି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତେବେ ତୁମ୍ଭେ ଲଜ୍ଜିତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ? See the chapterଓଡିଆ ବାଇବେଲ8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ? See the chapter |