ହିତୋପଦେଶ 26:12 - ପବିତ୍ର ବାଇବଲ12 ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ଯିଏ ଭାବେ ସେ ଜ୍ଞାନୀ, ସେତେବେଳେ ସେ ଜ୍ଞାନୀ ନ ଥାଏ। See the chapterପବିତ୍ର ବାଇବଲ (Re-edited) - (BSI)12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି। See the chapterଓଡିଆ ବାଇବେଲ12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି। See the chapter |