ହିତୋପଦେଶ 26:27 - ପବିତ୍ର ବାଇବଲ27 ଯେ ଗାତ ଖୋଳେ, ସେ ଆପେ ହିଁ ସେହି ଗାତରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା’ ଉପରକୁ ଲେଉଟି ଥାଏ। See the chapterପବିତ୍ର ବାଇବଲ (Re-edited) - (BSI)27 ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ। See the chapterଓଡିଆ ବାଇବେଲ27 ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ। See the chapter |