Online Bible

- Advertisements -




ହିତୋପଦେଶ 27:4 - ପବିତ୍ର ବାଇବଲ

4 କଠୋର ହୃଦୟ ଓ କ୍ରୋଧ ପ୍ରଳୟଙ୍କାରୀ, କେହି ଅନ୍ତର୍ଜ୍ୱାଳା ଆଗରେ ଠିଆ ହୋଇ ପାରିବ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 କୋପ ଦୁର; ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ଵାଳା ଆଗରେ କିଏ ଠିଆ ହୋଇ ପାରେ?

See the chapter Copy

ଓଡିଆ ବାଇବେଲ

4 କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?

See the chapter Copy




ହିତୋପଦେଶ 27:4

Follow us:

Advertisements


Advertisements