ହିତୋପଦେଶ 27:7 - ପବିତ୍ର ବାଇବଲ7 ତୃପ୍ତ ପ୍ରାଣୀ ମହୁକୁ ଘୃଣା କରେ। ମାତ୍ର କ୍ଷୁଧାର୍ତ୍ତ ମନୁଷ୍ୟକୁ କୌଣସି ତିକ୍ତ ଦ୍ରବ୍ୟସବୁ ମିଷ୍ଟ ଲାଗେ। See the chapterପବିତ୍ର ବାଇବଲ (Re-edited) - (BSI)7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକି ତିକ୍ତ ଦ୍ରବ୍ୟସବୁ ମିଷ୍ଟ। See the chapterଓଡିଆ ବାଇବେଲ7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ। See the chapter |