Online Bible

- Advertisements -




ହିତୋପଦେଶ 28:14 - ପବିତ୍ର ବାଇବଲ

14 ଯେଉଁ ଲୋକ ସର୍ବଦା ଭୟ ରଖେ, ସେ ଧନ୍ୟ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।

See the chapter Copy

ଓଡିଆ ବାଇବେଲ

14 ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।

See the chapter Copy




ହିତୋପଦେଶ 28:14

Follow us:

Advertisements


Advertisements