ହିତୋପଦେଶ 29:22 - ପବିତ୍ର ବାଇବଲ22 ରାଗିଲୋକ ସର୍ବଦା ବିଶୃଙ୍ଖଳା ବାତାବରଣ ସୃଷ୍ଟି କରନ୍ତି। ରାଗି ଲୋକମାନେ କେତେକ ପାପ କରିବସନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି ରାଗାନ୍ଧ ଲୋକ ବହୁତ ଅଧର୍ମ କରେ। See the chapterଓଡିଆ ବାଇବେଲ22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ। See the chapter |