ହିତୋପଦେଶ 29:7 - ପବିତ୍ର ବାଇବଲ7 ଧାର୍ମିକ ଲୋକ ଦରିଦ୍ର ଲୋକର ନ୍ୟାୟ ପାଇଁ ଯତ୍ନବାନ୍ ଥା’ନ୍ତି। ମାତ୍ର ତାହା ଜାଣିବା ପାଇଁ ମୂର୍ଖ ଲୋକର ବୁଦ୍ଧି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ। See the chapterଓଡିଆ ବାଇବେଲ7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ। See the chapter |