ହିତୋପଦେଶ 3:20 - ପବିତ୍ର ବାଇବଲ20 ସଦାପ୍ରଭୁ ତାଙ୍କ ଜ୍ଞାନରେ ସମୁଦ୍ରଗୁଡ଼ିକୁ ଓ ମେଘ ସୃଷ୍ଟି କଲେ, ଯାହା ଆମ୍ଭକୁ ବର୍ଷା ଦିଏ। See the chapterପବିତ୍ର ବାଇବଲ (Re-edited) - (BSI)20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି ମେଘରୁ କାକର ଟୋପା ଟୋପା ପଡ଼େ। See the chapterଓଡିଆ ବାଇବେଲ20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ। See the chapter |