ହିତୋପଦେଶ 3:29 - ପବିତ୍ର ବାଇବଲ29 ଯେତେବେଳେ ତୁମ୍ଭର ପଡ଼ୋଶୀ ସେ ବିଶ୍ୱାସ କରି ତୁମ୍ଭ ପାଖରେ ବାସ କରେ। ତୁମ୍ଭେ ପଡ଼ୋଶୀଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କର ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ। See the chapterଓଡିଆ ବାଇବେଲ29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ। See the chapter |