Online Bible

- Advertisements -




ହିତୋପଦେଶ 3:3 - ପବିତ୍ର ବାଇବଲ

3 ପ୍ରେମ, ବିଶ୍ୱାସ ଏବଂ ସତ୍ୟତା ତୁମ୍ଭକୁ କେବେ ପରିତ୍ୟାଗ କରିବା ଉଚିତ୍ ନୁହଁ। ଆପଣା ଗଳାରେ ସେଗୁଡ଼ିକ ବାନ୍ଧି ରଖ। ଆପଣା ହୃଦୟରେ ସେଗୁଡ଼ିକ ଲେଖିରଖ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।

See the chapter Copy

ଓଡିଆ ବାଇବେଲ

3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।

See the chapter Copy




ହିତୋପଦେଶ 3:3

Follow us:

Advertisements


Advertisements