ହିତୋପଦେଶ 3:34 - ପବିତ୍ର ବାଇବଲ34 ସଦାପ୍ରଭୁ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି। ଏବଂ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି। See the chapterଓଡିଆ ବାଇବେଲ34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି। See the chapter |