ହିତୋପଦେଶ 30:12 - ପବିତ୍ର ବାଇବଲ12 କେତେକ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବରେ ସେମାନେ ଅତ୍ୟନ୍ତ ଖରାପ ଲୋକ ଅଟନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)12 ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି। See the chapterଓଡିଆ ବାଇବେଲ12 ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି। See the chapter |