ହିତୋପଦେଶ 30:5 - ପବିତ୍ର ବାଇବଲ5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠାରେ ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ଅଟନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)5 ପରମେଶ୍ଵରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ। See the chapterଓଡିଆ ବାଇବେଲ5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ। See the chapter |