Online Bible

- Advertisements -




ହିତୋପଦେଶ 31:24 - ପବିତ୍ର ବାଇବଲ

24 ସେ ଜଣେ ଉତ୍ତମ ବ୍ୟବସାୟୀ ସ୍ତ୍ରୀ ଅଟେ। ସେ ଲୁଗା ଓ ବେ‌‌ଲ୍‌‌ଟ ପ୍ରସ୍ତୁତ କରେ ଓ ତାକୁ ବ୍ୟବସାୟୀମାନଙ୍କୁ ବିକେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।

See the chapter Copy

ଓଡିଆ ବାଇବେଲ

24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।

See the chapter Copy




ହିତୋପଦେଶ 31:24

Follow us:

Advertisements


Advertisements