ହିତୋପଦେଶ 31:29 - ପବିତ୍ର ବାଇବଲ29 “ବହୁତ ଭଲ ସ୍ତ୍ରୀଲୋକ ଅଛନ୍ତି। କିନ୍ତୁ ତୁମ୍ଭେ ସବୁଠାରୁ ଉତ୍ତମ।” See the chapterପବିତ୍ର ବାଇବଲ (Re-edited) - (BSI)29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ। See the chapterଓଡିଆ ବାଇବେଲ29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 “ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।” See the chapter |