ହିତୋପଦେଶ 4:21 - ପବିତ୍ର ବାଇବଲ21 ମୋର ବାକ୍ୟ ପ୍ରତି ବିମୁଖ ହୁଅ ନାହିଁ। ମୋର ବାକ୍ୟସବୁ ସର୍ବଦା ସ୍ମରଣ କର। See the chapterପବିତ୍ର ବାଇବଲ (Re-edited) - (BSI)21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯନି କରି ରଖ। See the chapterଓଡିଆ ବାଇବେଲ21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ। See the chapter |