ହିତୋପଦେଶ 4:9 - ପବିତ୍ର ବାଇବଲ9 ଜ୍ଞାନ ତୁମ୍ଭ ମସ୍ତକରେ ଅନୁଗ୍ରହରୂପକ ମୁକୁଟ ପିନ୍ଧାଇ ଦେବ। ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।” See the chapterପବିତ୍ର ବାଇବଲ (Re-edited) - (BSI)9 ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ। See the chapterଓଡିଆ ବାଇବେଲ9 ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।” See the chapter |