ହିତୋପଦେଶ 6:11 - ପବିତ୍ର ବାଇବଲ11 କିନ୍ତୁ ସେ ଶୋଇ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହୋଇଯାଏ। ଖୁବ୍ ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନେବ। See the chapterପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। See the chapterଓଡିଆ ବାଇବେଲ11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। See the chapter |