ହିତୋପଦେଶ 7:15 - ପବିତ୍ର ବାଇବଲ15 ଏଣୁ ମୁଁ ତୁମ୍ଭ ସହିତ ସାକ୍ଷାତ କରିବାକୁ ଆସିଲି। ତୁମ୍ଭକୁ ଦେଖି ଆସୁଥିଲି ଓ ବର୍ତ୍ତମାନ ମୁଁ ତୁମ୍ଭକୁ ପାଇଲି। See the chapterପବିତ୍ର ବାଇବଲ (Re-edited) - (BSI)15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯନିରେ ତୁମ୍ଭ ମୁଖ ଅନ୍ଵେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି। See the chapterଓଡିଆ ବାଇବେଲ15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି। See the chapter |