ହିତୋପଦେଶ 8:32 - ପବିତ୍ର ବାଇବଲ32 “ଏଥିପାଇଁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ଯଦି ତୁମ୍ଭେମାନେ ମୋର ପଥ ଧରିବ, ତୁମ୍ଭେ ଧନ୍ୟ ହେବ। See the chapterପବିତ୍ର ବାଇବଲ (Re-edited) - (BSI)32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ। See the chapterଓଡିଆ ବାଇବେଲ32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ। See the chapter |