ହିତୋପଦେଶ 8:36 - ପବିତ୍ର ବାଇବଲ36 କିନ୍ତୁ ଯେ ମୋର ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁସବୁ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭୟ କରନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)36 ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି। See the chapterଓଡିଆ ବାଇବେଲ36 ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।” See the chapter |