ହିତୋପଦେଶ 8:8 - ପବିତ୍ର ବାଇବଲ8 ମୁଁ ଯାହା କହେ, ତାହା ସତ୍ୟ ଓ ଯଥାର୍ଥ। ମୋର ବାକ୍ୟରେ ମିଥ୍ୟା କିମ୍ବା କୁଟିଳତା ନ ଥାଏ। See the chapterପବିତ୍ର ବାଇବଲ (Re-edited) - (BSI)8 ମୋʼ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କି କୁଟିଳ କିଛି ନାହିଁ। See the chapterଓଡିଆ ବାଇବେଲ8 ମୋ’ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ଵା କୁଟିଳ କିଛି ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୋʼ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ବା କୁଟିଳ କିଛି ନାହିଁ। See the chapter |