ହିତୋପଦେଶ 9:10 - ପବିତ୍ର ବାଇବଲ10 ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ ଏବଂ ପବିତ୍ର ସ୍ୱରୂପଙ୍କ ବିଷୟକ ଜ୍ଞାନର ସୁବିବେଚନା ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି ଧର୍ମସ୍ଵରୂପଙ୍କ ବିଷୟକ ଜ୍ଞାନ ସୁବିବେଚନା ଅଟେ। See the chapterଓଡିଆ ବାଇବେଲ10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ। See the chapter |