ହିତୋପଦେଶ 9:11 - ପବିତ୍ର ବାଇବଲ11 କାରଣ ମୋ’ ଦ୍ୱାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବୀ ହେବ। See the chapterପବିତ୍ର ବାଇବଲ (Re-edited) - (BSI)11 ଯେହେତୁ ମୋʼ ଦ୍ଵାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି ତୁମ୍ଭ ଆୟୁର ବର୍ଷ ବଢ଼ିବ। See the chapterଓଡିଆ ବାଇବେଲ11 ଯେହେତୁ ମୋ’ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ। See the chapter |