ହିତୋପଦେଶ 9:4 - ପବିତ୍ର ବାଇବଲ4 “ଯେଉଁ ଲୋକର ଅଭିଜ୍ଞତା ନାହିଁ ମୋ’ ପାଖକୁ ଆସୁ।” ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କହେ। See the chapterପବିତ୍ର ବାଇବଲ (Re-edited) - (BSI)4 ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, See the chapterଓଡିଆ ବାଇବେଲ4 ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;” ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, See the chapter |