Online Bible

- Advertisements -




ଗୀତସଂହିତା 10:8 - ପବିତ୍ର ବାଇବଲ

8 ସେହି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି। ସେମାନେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି। ସେମାନେ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।

See the chapter Copy

ଓଡିଆ ବାଇବେଲ

8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।

See the chapter Copy




ଗୀତସଂହିତା 10:8

Follow us:

Advertisements


Advertisements