ଗୀତସଂହିତା 122:7 - ପବିତ୍ର ବାଇବଲ7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ। ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।” See the chapterପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ। See the chapterଓଡିଆ ବାଇବେଲ7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ। See the chapter |