ଗୀତସଂହିତା 122:8 - ପବିତ୍ର ବାଇବଲ8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ। See the chapterପବିତ୍ର ବାଇବଲ (Re-edited) - (BSI)8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ। See the chapterଓଡିଆ ବାଇବେଲ8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ। See the chapter |