ଗୀତସଂହିତା 122:9 - ପବିତ୍ର ବାଇବଲ9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ, ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ। See the chapterପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ଚେଷ୍ଟା କରିବି। See the chapterଓଡିଆ ବାଇବେଲ9 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି। See the chapter |