ଗୀତସଂହିତା 123:2 - ପବିତ୍ର ବାଇବଲ2 କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି। ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ। See the chapterପବିତ୍ର ବାଇବଲ (Re-edited) - (BSI)2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। See the chapterଓଡିଆ ବାଇବେଲ2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। See the chapter |