Online Bible

- Advertisements -




ଗୀତସଂହିତା 124:2 - ପବିତ୍ର ବାଇବଲ

2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ। ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;

See the chapter Copy

ଓଡିଆ ବାଇବେଲ

2 “ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;

See the chapter Copy




ଗୀତସଂହିତା 124:2

Follow us:

Advertisements


Advertisements