Online Bible

- Advertisements -




ଗୀତସଂହିତା 125:2 - ପବିତ୍ର ବାଇବଲ

2 ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି। ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।

See the chapter Copy

ଓଡିଆ ବାଇବେଲ

2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।

See the chapter Copy




ଗୀତସଂହିତା 125:2

Follow us:

Advertisements


Advertisements