ଗୀତସଂହିତା 125:3 - ପବିତ୍ର ବାଇବଲ3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ। ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ। See the chapterପବିତ୍ର ବାଇବଲ (Re-edited) - (BSI)3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ। See the chapterଓଡିଆ ବାଇବେଲ3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। See the chapter |