Online Bible

- Advertisements -




ଗୀତସଂହିତା 126:5 - ପବିତ୍ର ବାଇବଲ

5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।

See the chapter Copy

ଓଡିଆ ବାଇବେଲ

5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।

See the chapter Copy




ଗୀତସଂହିତା 126:5

Follow us:

Advertisements


Advertisements