Online Bible

- Advertisements -




ଗୀତସଂହିତା 127:2 - ପବିତ୍ର ବାଇବଲ

2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।

See the chapter Copy

ଓଡିଆ ବାଇବେଲ

2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।

See the chapter Copy




ଗୀତସଂହିତା 127:2

Follow us:

Advertisements


Advertisements